ଡେସ୍କ: ଆଇପିଏଲ୍ ଟି-୨୦ କ୍ରିକେଟରେ ଆଜି ସନରାଇଜର୍ସ ହାଇଦ୍ରାବାଦ ଓ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ମ୍ୟାଚ ଆରମ୍ଭ ହୋଇଛି। ଟସ୍ ଜିତି ସନରାଇଜର୍ସ ହାଇଦ୍ରାବାଦ ବୋଲିଂ କରୁଥିବା ବେଳେ ଚେନ୍ନାଇ ସୁପର କିଙ୍ଗ୍ସ ବ୍ୟାଟିଂ କରୁଛି। ଚେନ୍ନାଇ ସୁପର କିଙ୍ଗ୍ସ ୬ ଓଭର ସୁଦ୍ଧା ୩ ୱିକେଟ ହରାଇ ୫୦ ରନ କରିଛି।
ବେଙ୍ଗାଲୁରୁର ଏମ୍ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଗତକାଲି ରାତିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୧୧ ରନରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି।



