www.samajalive.in
Sunday, December 14, 2025
26.1 C
Bhubaneswar

ଆଇପିଏଲ: ଆଜି ଲକ୍ଷ୍ନୌ – ରାଜସ୍ଥାନ ମଧ୍ୟରେ ମୁକାବିଲା

ଜୟପୁର: ଜୟପୁରରେ ଚଳିତ ଆଇପିଏଲର ୨୬ତମ ମ୍ୟାଚ ରାଜସ୍ଥାନ ରୟାଲ୍‌ସ ଓ ଲକ୍ଷ୍ନୌ ସୁପରଜ୍ୟାଣ୍ଟ୍‌ସ ମଧ୍ୟରେ ଖେଳାଯିବ। ଉଭୟ ଦଳ ୬ଷ୍ଠ ମ୍ୟାଚ ଖେଳିବେ। ରାଜସ୍ଥାନ ରୟାଲ୍‌ସ ଶୀର୍ଷରେ ରହିଥିବା ବେଳେ ଲକ୍ଷ୍ନୌ ସୁପରଜ୍ୟାଣ୍ଟ୍‌ସ ଦ୍ବିତୀୟ ସ୍ଥାନରେ ରହିଛି। ସଞ୍ଜୁ ସାମସନଙ୍କ ନେତୃତ୍ବାଧୀନ ରାଜସ୍ଥାନ ରୟାଲ୍‌ସ ୫ଟି ମ୍ୟାଚରୁ ୪ଟି ବିଜୟ ଓ ଗୋଟିଏ ପରାଜୟ ସହ ୮ ପଏଣ୍ଟ ପାଇ ଟେବୁଲର ଶୀର୍ଷ ସ୍ଥାନରେ ରହିଛି। ସେହିପରି ଲୋକେଶ ରାହୁଲଙ୍କ ନେତୃତ୍ବାଧିନ ଲକ୍ଷ୍ନୌ ସୁପରଜ୍ୟାଣ୍ଟ୍‌ସ ୫ଟି ମ୍ୟାଚରୁ ୩ଟି ବିଜୟ ଓ ୨ଟି ପରାଜୟ ସହ ୬ ପଏଣ୍ଟ ପାଇ ଟେବୁଲର ଦ୍ବିତୀୟ ସ୍ଥାନରେ ରହିଛି।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories