www.samajalive.in
Monday, December 8, 2025
27.1 C
Bhubaneswar

ଡେପୁଟେସନରେ ଗ​‌ଲେ ଆଇପିଏସ୍ ଆଶିଷ ସିଂ

ଭୁବନେଶ୍ଵର: କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ୍ ଅଧିକାରୀ ଆଶିଷ ସିଂ। ବର୍ତ୍ତମାନ ତାଙ୍କୁ ଅର୍ଦ୍ଧସାମରିକ ବାହିନୀ ଇଣ୍ଡୋ-ତିଦ୍ଦତ ବର୍ଡର  ପୁଲିସ ବା ଆଇଟିବିପିରେ ଆଇଜି ଭାବରେ ନିଯୁକ୍ତି ଦିଆଯାଇଛି। ୫ ବର୍ଷ କିମ୍ବା ପରବର୍ତ୍ତୀ ନିର୍ଦେଶ ଯାଏଁ ସେ ଡେପୁଟେସନରେ ଯାଇଥିବା ଭାରତ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ବର୍ତ୍ତମାନ ସେ ଗୃହ ବିଭାଗର ଓଏସଡି ଭାବରେ କାର୍ଯ୍ୟ କରୁଛନ୍ତି। ଗତ ସାଧାରଣ ନିର୍ବାଚନ ସମୟରେ ସେ ବିବାଦ ଘେରକୁ ଆସିଥିଲେ। ନିର୍ବାଚନ ପରିଚାଳନାରେ ଅନିୟମିତତା କରୁଥିବା ନେଇ ନିର୍ବାଚନ ଆୟୋଗ ଅଧ୍ୟକ୍ଷ ଅଭିଯୋଗ ଆଣିଥିଲେ। ପରେ ସେ ସ୍ଵାସ୍ଥ୍ୟଗତ କାରଣ ଦର୍ଶାଇ ଛୁଟିରେ ଯାଇଥିଲେ। ପରେ ତାଙ୍କୁ ଗୃହ ବିଭାଗର ଓଏଡି ଭାବରେ ନିଯୁକ୍ତି ମିଳିଥିଲା।

 

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories