www.samajalive.in
Saturday, December 6, 2025
26.1 C
Bhubaneswar

ଆଇପିଏସ ଡିଏସ୍‌ କୁଟ୍ଟେ ନିଲମ୍ବିତ, ଆଶିଷ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ ନିର୍ଦ୍ଦେଶ

ଡେସ୍କ: ନିର୍ବାଚନ ଆୟୋଗ ଭାରତୀୟ ପୁଲିସ ସେବାରେ କାର୍ଯ୍ୟରତ ଅଧିକାରୀ ଡିଏସ୍‌ କୁଟ୍ଟେଙ୍କୁ ନିଲମ୍ବନ କରିଛନ୍ତି। ଏ ନେଇ ନିର୍ବାଚନ ଆୟୋଗ, ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଥିଲେ ଆଇପିଏସ ଡିଏସ୍‌ କୁଟ୍ଟେ।

୨ ଘଣ୍ଟାରେ ବିକ୍ରି ହୋଇଗଲା ରିୟଲମିର ଏହି ମଡେଲ, ଫିଚର୍ସ ଦେଖି କିଣିନେଲେ ଗ୍ରାହକ

- Advertisement -

ଅନ୍ୟପକ୍ଷରେ, ନିର୍ବାଚନ ଆୟୋଗ ବରିଷ୍ଠ ଆଇପିଏସ ଆଶିଷ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଭୁବନେଶ୍ୱର ଏମ୍ସର ନିର୍ଦ୍ଦେଶକଙ୍କୁ ସ୍ବତନ୍ତ୍ର ଟିମ୍‌ ଗଠନ କରିବାକୁ ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି। ମେ’ ୩୦ ସୁଦ୍ଧା ମେଡିକାଲ ବୋର୍ଡ ନିକଟରେ ହାଜର ପାଇଁ ମଧ୍ୟ ଆଶିଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ସ୍ଵାତି ମାଲିୱାଲ ମାମଲା – ବିଭବ କୁମାରଙ୍କ ପୁଲିସ ହେପାଜତ ୩ ଦିନ ବୃଦ୍ଧି

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories