www.samajalive.in
Friday, December 5, 2025
20.1 C
Bhubaneswar

ରାଜ୍ୟରେ ଆଇପିଏସ୍‍ ଅଫିସରଙ୍କ ଛୁଟି ବାତିଲ

ସମାଜ ଡିଜିଟାଲ ଡେସ୍କ: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ଓଡ଼ିଶାରେ ସମସ୍ତ ଆଇପିଏସ୍‍ ଅଫିସରଙ୍କ ଛୁଟି ବାତିଲ କରାଯାଇଛି । ଏନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ପୁଲିସ ମୁଖ୍ୟାଳୟ ନଛାଡିବାକୁ ନିର୍ଦ୍ଦେଶ ଜାରି ହେବା ସହ ଛୁଟିରେ ଥିଲେ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏପରିକି ଟ୍ରେନିଂରେ ଥିଲେ ବି ଯୋଗ ଦେବାକୁ ଓଡ଼ିଶା ପୁଲିସଙ୍କୁ ଗୃହ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି । ଏଭଳି ସମୟରେ କୌଣସି ଅଫିସରଙ୍କୁ ଛୁଟି ନଦେବାକୁ କଡା ନିର୍ଦ୍ଦେଶ ଦିଆଯାଇଛି । ଶୁକ୍ରବାର ଗୃହମନ୍ତ୍ରୀ ଅମିତ ଶାହଙ୍କ ବୈଠକ ପରେ ସବୁ ବିଭାଗର ଅଫିସରଙ୍କ ଛୁଟି ବାତିଲ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories