www.samajalive.in
Wednesday, December 10, 2025
26.1 C
Bhubaneswar

ସାଗରିକା ନାଥ ଏନଆଇଏ ଏସପି ନିଯୁକ୍ତ

ସମାଜ ଡିଜିଟାଲ ଡେସ୍କ: ଆଇପିଏସ ଅଧିକାରୀ ସାଗରିକା ନାଥଙ୍କୁ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ)ର ଏସପି ଭାବେ ନିଯୁକ୍ତି ମିଳିଛି। କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସାଗରିକା ବର୍ତ୍ତମାନ ଖୋର୍ଦ୍ଧା ଜିଲା ଏସପି ଭାବେ କାର୍ଯ୍ୟରତ ଅଛନ୍ତି। ତୁରନ୍ତ ତାଙ୍କୁ କାର୍ଯ୍ୟରୁ ରିଲିଭ କରିବା ଲାଗି ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦେଶ ଦିଆଯାଇଛି। ସାଗରିକା ହେଉଛନ୍ତି ୨୦୧୬ ବ୍ୟାଚର ଓଡ଼ିଶା କ୍ୟାଡର ଆଇପିଏସ ଅଧିକାରୀ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories