www.samajalive.in
Saturday, December 6, 2025
19.1 C
Bhubaneswar

ଦାୟିତ୍ଵ ନେଲେ ନୂଆ ପୁଲିସ କମିଶନର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ଵର-କଟକ କମିଶନରେଟ ପୁଲିସର କମିଶନର ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ ଅଧିକାରୀ ସୁରେଶ ଦେବଦତ୍ତ ସିଂହ। ପୂର୍ବତନ ସିପି ସଞ୍ଜୀବ ପଣ୍ଡାଙ୍କ ନୂଆ କମିଶନର ସିଂହଙ୍କୁ ଦାୟିତ୍ଵ ହସ୍ତାନ୍ତର କରିଛନ୍ତି। ଏହି ଅବସରରେ ନୂଆ କମିଶନର ଅନ୍ୟ ଅଧିକାରୀମାନଙ୍କ ସହିତ ହାତ ମିଳାଇ ପରିଚିତ ହୋଇଥିଲେ।

ଅନ୍ୟପଟେ ଭୁବନେଶ୍ଵର ଡିସିପି ଥିବା ପ୍ରତୀକ ସିଂହଙ୍କୁ କଟକ ଗ୍ରାମାଞ୍ଚଳ ଏସପି ଭାବେ ବଦଳି କରିଦିଆଯାଇଛି। ପୁରୀ ଏସପି ଥିବା ପିନାକ ମିଶ୍ରଙ୍କୁ ଭୁବନେଶ୍ଵର ଡିସିପି ଭାବେ ନିଯୁକ୍ତ କରାଯାଇଛି। ଭରତପୁର ଘଟଣାରେ ଡିସିପିଙ୍କ ତରବରିଆ ମନ୍ତବ୍ୟ ଏବଂ ପୁଲିସର ଦାୟିତ୍ଵହୀନତା ପରେ ଏଭଳି ପଦକ୍ଷେପ ନିଆଯାଇଥିବା କୁହାଯାଉଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories