www.samajalive.in
Monday, December 15, 2025
26.1 C
Bhubaneswar

ଆଇପିଏସ୍‍ ସ୍ତରରେ ଅଦଳବଦଳ

ସମାଜ ଡିଜିଟାଲ ଡେସ୍କ: ଆଇପିଏସ୍‍ ସ୍ତରରେ ବଡ ଧରଣର ଅଦଳବଦଳ ହୋଇଛି । ସଞ୍ଜୀବ ପଣ୍ଡା ହୋଇଛନ୍ତି ଏଡିଜି ନକ୍ସଲ ବିରୋଧୀ ଅପରେସନ୍‍ । ଅଖିଳେଶ୍ୱର ସିଂ ହେଲେ ସ୍ୱତନ୍ତ୍ର ଗୁଇନ୍ଦା ଶାଖା ଡିଆଇଜି, କନୱୀ ବିଶାଲ ସିଂ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ ନିଯୁକ୍ତ ହୋଇଛନ୍ତି ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories