www.samajalive.in
Sunday, December 7, 2025
23.1 C
Bhubaneswar

ଆଇପିଏସ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ବର ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଆଇପିଏସ ସ୍ତରରେ ଅଦଳବଦଳକରାଯାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରୀୟ ଡେପୁଟେସନରୁ ଆଇଜି ଏସ ଦେବଦତ୍ତ ସିଂହ ଫେରିଥିବାବେଳେ ତାଙ୍କୁ ପୁଲିସ ମୁଖ୍ୟାଳୟରେ ଆଇଜି ଭାବେ ଅବସ୍ଥାପିତ କରାଯାଇଛି। ଅଖିଳେଶ୍ବର ସିଂହ ଜଗତସିଂହପୁର ଏସ୍‌ପି ହୋଇଥିବାବେଳେ ପ୍ରକାଶ ଆରଙ୍କୁ ଭିଜିଲାନ୍ସ ବିଭାଗକୁ ବଦଳି କରାଯାଇଛି। ପିଏସ ପରଷୋତ୍ତମ ଦାସଙ୍କୁ ନବରଙ୍ଗପୁର ଏସ୍‌ପି ଦାୟିତ୍ବ ଦିଆଯାଇଥିବାବେଳେ ରାହୁଲ ଜୈନଙ୍କୁ ବରଗଡ଼ ଏସପି ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ପ୍ରତ୍ୟୁଷ ଦିବାକରଙ୍କୁ ନୂଆପଡ଼ା ଏସପି ଭାବେ ଦାୟିତ୍ବ ଦିଆଯାଇଥିବାବେଳେ ମାଲକାନଗିରି ଏସ୍‌ପି ଭାବେ ପିଏସ ମୀନା ଏବଂ ମୟୁରଭଞ୍ଜ ଏସପି ଭାବେ କେଆର ଦ୍ୟାନଦେଓଙ୍କୁ ନିଯୁକ୍ତି ଦିଆଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories