www.samajalive.in
Monday, December 8, 2025
27.1 C
Bhubaneswar

ବଦଳିଲେ ଗୁଇନ୍ଦା ନିର୍ଦେଶକ

ଭୁବନେଶ୍ବର: ରାଜ୍ୟରେ ଆଇପିଏସ ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ଆଜି ଗୁଇନ୍ଦା ନିର୍ଦେଶକ ବଦଳାଇଲେ ରାଜ୍ୟ ସରକାର। ଗୁଇନ୍ଦା ନିର୍ଦେଶକ ଲଳିତ ଦାସ ହେଲେ ଗୃହ ବିଭାଗ ଓଏସଡି। ଏଡିଜି ଆର.ପି.କୋଚେଙ୍କୁ ଗୁଇନ୍ଦା ନିର୍ଦେଶକ ଅତିରିକ୍ତ ଦାୟିତ୍ବ। ରାଜ୍ୟ ସରକାରଙ୍କ ପକ୍ଷରୁ ଗୁଇନ୍ଦା ବିଭାଗ ନିର୍ଦେଶକ ଥିବା ଲଳିତ ଦାସଙ୍କୁ ଗୃହ ବିଭାଗର ଓଏସ୍‌ଡି ଭାବେ ବଦଳି କରାଯାଇଛି। ଏହା ସହିତ ଏଡିଜି ଆର୍‌.ପି କୋଚେଙ୍କୁ ଗୁଇନ୍ଦା ନିର୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏଡିଜି ଏସଏପି ସହ କୋଚେ ଗୁଇନ୍ଦା ନିର୍ଦ୍ଦେଶକ ଅତିରିକ୍ତ ଦାୟିତ୍ବ ତୁଲାଇବେ ବୋଲି ଜଣାପଡ଼ିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories