www.samajalive.in
Monday, December 15, 2025
26.1 C
Bhubaneswar

ନବୀନ ଘୋଷଣା କଲେ ବିଜେଡ଼ିର ନୂଆ ଟିମ୍, ୪ ନେତାଙ୍କୁ ଛାତ୍ର ବ୍ୟାପାର ଦାୟିତ୍ବ

ଭୁବନେଶ୍ବର: ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ । ବିଜୁ ଛାତ୍ର ଜନତା ଦଳର ସଭାପତି ଭାବେ ଇପ୍ସିତା ସାହୁଙ୍କୁ ନିଯୁକ୍ତି ଦେଇଛନ୍ତି ନବୀନ । ସେହିପରି ଚିନ୍ମୟ ସାହୁ ବିଜୁ ଯୁବ ବିଜେଡି ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ।

ଏହାବାଦ୍ ୪ ଜଣ ବରିଷ୍ଠ ଯୁବ ନେତାଙ୍କୁ ଛାତ୍ର ବ୍ୟାପାର ଦାୟିତ୍ବ ଦେଇଛନ୍ତି ନବୀନ । ଦେବେଶ ଆଚାର୍ଯ୍ୟ ବରିଷ୍ଠ ସାଧାରଣ ସମ୍ପାଦକ ହୋଇଥିବା ବେଳେ ଦେବୀ ରଞ୍ଜନ ତ୍ରିପାଠୀଙ୍କୁ ମିଳିଛି ସାଧାରଣ ସମ୍ପାଦକ ଦାୟିତ୍ବ । ସେହିପରି ଶୁଭାଶିଷ ଖୁଣ୍ଟିଆ ଏବଂ ସୌଭିକ ବିଶ୍ବାଳଙ୍କୁ ସାଧାରଣ ସମ୍ପାଦକ କରିଛନ୍ତି ନବୀନ ପଟ୍ଟନାୟକ ।

- Advertisement -

ସେହିପରି ୪ ଜଣ ବରିଷ୍ଠ ନେତାଙ୍କୁ ଯୁବ ବ୍ୟାପାର ଦାୟିତ୍ବ ଦେଇଛନ୍ତି ନବୀନ । ବ୍ୟୋମକେଶ ରାୟଙ୍କୁ ବରିଷ୍ଠ ସାଧାରଣ ସମ୍ପାଦକ, ରାଜେନ୍ଦ୍ର ସାହୁ, ଅମରେଶ ପତ୍ରୀ ଓ ସଞ୍ଜିତ ମହାନ୍ତିଙ୍କୁ ସାଧାରଣ ସମ୍ପାଦକ ଦାୟିତ୍ବ ଦାୟିତ୍ବ ପ୍ରଦାନ କରିଛନ୍ତି ନବୀନ । ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଙ୍ଗଳବାର ଏହି ନାଁ ଘୋଷଣା କରିଛନ୍ତି ।

 

 

 

 

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories