www.samajalive.in
Monday, December 15, 2025
24.1 C
Bhubaneswar

ଇରାନରେ ବିମାନ ଦୁର୍ଘଟଣା; ୧୧ ମୃତ

ତେହରାନ : ଇରାନରେ ତୁର୍କିର ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ବିମାନରେ ଥିବା କର୍ମଚାରୀଙ୍କ ସହ ୧୧ ଯାତ୍ରୀଙ୍କ ମୃତୁଘ୍ୟ ଘଟିଛି ।

ତୁର୍କି ଏବଂ ଇରାନ ଗଣମାଧ୍ୟମ ରିପୋର୍ଟ ଅନୁସାରେ ଏହି ବିମାନ ୟୁଏଇ ଶାରଜା ସହରରୁ ତୁର୍କିର ଇସ୍ତାନବୁଲ ଅଭିମୁଖେ ଉଡ଼ାଣ ଭରିଥିଲା । ବାଟରେ ପ୍ରବଳ ବର୍ଷା ଓ ପାର୍ବତ୍ୟାଞ୍ଚଳ ଯୋଗୁଁ ବିମାନଟି ଉରାନର ଦକ୍ଷିଣ-ପଶ୍ଚିମାଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇ ଜଳିଯାଇଥିଲା ।

- Advertisement -

ଏହି ବିମାନରେ ତୁର୍କିର ପ୍ରମୁଖ ବ୍ୟବସାୟୀଙ୍କ ଝିଅ ବି ଯାତ୍ରା କରୁଥିଲେ । ବିମାନରେ ୨ ପାଇଲଟ ଓ ଜଣେ କର୍ମଚାରୀ ଥିଲେ । ଦୁର୍ଘଟଣାରେ ସମସ୍ତଙ୍କ ମୃତ୍ୟୁ ଘଟିଛି ।

Hot this week

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories