ରୈସିଙ୍କ ମୃତ୍ୟୁର ତଦନ୍ତ ରିପୋର୍ଟ ଜାରି କଲା ଇରାନ

ତେହରାନ: ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରୈସିଙ୍କ ମୃତ୍ୟୁର ତଦନ୍ତ ରିପୋର୍ଟ ଜାରି କରାଯାଇଛି। ଇରାନ ସେନା ପକ୍ଷରୁ ଜାରି ହୋଇଥିବା ପ୍ରାଥମିକ ତଦନ୍ତ ରିପୋର୍ଟରେ କୌଣସି ପ୍ରକାର ସନ୍ଦିଗ୍ଧ କାର୍ଯ୍ୟ ହୋଇ ନ ଥିବା କୁହାଯାଇଛି। ରିପୋର୍ଟରେ ଦର୍ଶାଯାଇଛି ଯେ, ପୂର୍ବ ନିର୍ଦ୍ଧାରିତ ରୁଟ୍‌‌ରେ ହେଲିକପ୍ଟରଟି ଯାତ୍ରା କରିଥିଲା। ଯାତ୍ରା ସମୟରେ ହେଲିକପ୍ଟର ଏହାର ରୁଟ୍‌‌ରୁ ବାହାରକୁ ଯାଇ ନ ଥିଲା। ହେଲିକପ୍ଟରରେ ଥିବା କର୍ମଚାରୀ ଏବଂ ୱାଚଟାୱାର କର୍ମଚାରୀଙ୍କ ମଧ୍ୟରେ ବାର୍ତ୍ତାଳାପ। ଏହି … Continue reading ରୈସିଙ୍କ ମୃତ୍ୟୁର ତଦନ୍ତ ରିପୋର୍ଟ ଜାରି କଲା ଇରାନ