www.samajalive.in
Friday, December 12, 2025
16.1 C
Bhubaneswar

ମହିଳାଙ୍କ ପାଇଁ ଲଢ଼ି ବନ୍ଦୀ ଜୀବନ କାଟୁଥିବା ନର୍ଗିସ ମହମ୍ମଦି ପାଇବେ ନୋବେଲ୍‌ ଶାନ୍ତି ପୁରସ୍କାର

ଷ୍ଟକ୍‌ହୋମ୍: ଚଳିତ ବର୍ଷର ନୋବେଲ୍‌ ଶାନ୍ତି ବିଜେତାଙ୍କ ନାମ ଶୁକ୍ରବାର ଘୋଷଣା କରାଯାଇଛି। ଇରାନର ୫୧ ବର୍ଷୀୟା ମହିଳା ନର୍ଗିସ ମହମ୍ମଦି ପାଇବେ ଏହି ସମ୍ମାନଜନକ ପୁରସ୍କାର। ମହିଳା ଅଧିକାର ଓ ମାନବାଧିକାର ପାଇଁ କାମ କରନ୍ତି ନର୍ଗିସ। ଇରାନରେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାରର ବି‌ରୋଧ ତଥା ସମସ୍ତଙ୍କ ପାଇଁ ମାନବିକ ଅଧିକାର ଓ ସ୍ୱାଧୀନତାର ପ୍ରଚାର ପାଇଁ କାମ କରିଥିବାରୁ ନର୍ଗିସ ମହମ୍ମଦିଙ୍କୁ ନୋବେଲ ଶାନ୍ତି ପୁରସ୍କାର-୨୦୨୩ ପ୍ରଦାନ କରିବାକୁ ନରୱେ ନୋବେଲ ପୁରସ୍କାର କମିଟି ପକ୍ଷରୁ ଘୋଷଣା କରାଯାଇଛି। ନର୍ଗିସ ମହମ୍ମଦି ହେଉଛନ୍ତି ଡିଫେଣ୍ଡର ଅଫ୍ ହ୍ୟୁମାନ ରାଇଟ୍ସ ସେଣ୍ଟର(ଡିଏଚଆରସି)ର ଉପାଧ୍ୟକ୍ଷା। ମହିଳାଙ୍କ ଅଧିକାର ପାଇଁ ଲଢ଼େଇ କରି ଇରାନ ଜେଲରେ ବନ୍ଦୀ ଜୀବନ କାଟୁଛନ୍ତି ନର୍ଗିସ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories