www.samajalive.in
Monday, December 8, 2025
20.1 C
Bhubaneswar

ଇରାକର ୟୁନିଭର୍ସିଟିରେ ଅଗ୍ନିକାଣ୍ଡ ; ୧୪ ମୃତ

ନୂଆଦିଲ୍ଲୀ : ଇରାକର ଏକ ୟୁନିଭର୍ସିଟିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ଘଟଣା ଶନିବାର ସାମ୍ନାକୁ ଆସିଛି। ଏହି ଅଗ୍ନିକାଣ୍ଡରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି। ଏର୍‌‌ବିଲ୍‌‌ ସ୍ଥିତ ୟୁନିଭର୍ସିଟିର ହଷ୍ଟେଲରେ ଏହି ଅଗ୍ନିକାଣ୍ଡ ଘଟିଛି। ୧୮ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ସର୍ଟସର୍କିଟରୁ ନିଆଁ ଲାଗି ଥିବା ନେଇ ସନ୍ଦେହ କରାଯାଉଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories