www.samajalive.in
Sunday, December 7, 2025
16.1 C
Bhubaneswar

ଅଜା ହେଲେ ମୁକେଶ ଅମ୍ବାନୀ; ଯମଜ ସନ୍ତାନଙ୍କୁ ଜନ୍ମ ଦେଲେ ଝିଅ ଇଶା

ମୁମ୍ବାଇ: ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀ ଅଜା ହୋଇଛନ୍ତି। ଯମଜ ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି ଝିଅ ଇଶା ଅମ୍ବାନୀ। ଅମ୍ବାନୀ ପରିବାର ପକ୍ଷରୁ ଦିଆଯାଇଥିବା ସୂଚନା ମୁତାବକ, ଇଶା ଅମ୍ବାନୀ ରବିବାର ଯମଜ ସନ୍ତାନଙ୍କ ମାଆ ହୋଇଛନ୍ତି ଏବଂ ଦୁଇ ଶିଶୁ ସୁସ୍ଥ ଅଛନ୍ତି। ଉଭୟ ଶିଶୁଙ୍କ ନାମକରଣ ମଧ୍ୟ କରାଯାଇଛି। ଯମଜଙ୍କ ମଧ୍ୟରୁ କନ୍ୟା ସନ୍ତାନର ନାମ ଆଦିୟା ରଖାଯାଇଥିବା ବେଳେ ପୁତ୍ର ସନ୍ତାନର ନାଁ କୃଷ୍ଣା ରଖାଯାଇଛି।

- Advertisement -

ସୂଚନାଯୋଗ୍ୟ, ମୁକେଶ ଅମ୍ବାନୀଙ୍କ ଝିଅ ଇଶା ଅମ୍ବାନୀ ୨୦୧୪ଠାରୁ ରିଲାଏନ୍ସ ଜିଓ ଏବଂ ରିଲାଏନ୍ସ ରିଟେଲର ନିର୍ଦ୍ଦେଶକ ଅଛନ୍ତି। ୧୨ ଡିସେମ୍ବର ୨୦୧୮ରେ ଇଶା ପିରାମଲ ଗ୍ରୁପର ଆନନ୍ଦ ପିରାମଲଙ୍କୁ ବିବାହ କରିଥିଲେ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories