www.samajalive.in
Monday, December 8, 2025
20.1 C
Bhubaneswar

ଚୀନରେ ଇସ୍ରାଏଲ କୂଟନୀତିଜ୍ଞଙ୍କୁ ମରଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି

ବେଜିଂ: ଚୀନର ରାଜଧାନୀ ବେଜିଂରେ ଜଣେ ଇସ୍ରାଏଲ କୂଟନୀତିଜ୍ଞଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ମିଡିଆ ରିପୋର୍ଟ ଅନୁସାରେ, ଇସ୍ରାଏଲ କୂଟନୀତିଜ୍ଞୁ ଛୁରୀରେ ଆକ୍ରମଣ ହୋଇଛି ଏବଂ ସେ ବର୍ତ୍ତମାନ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା କୁହାଯାଉଛି। ବର୍ତ୍ତମାନ ସୁଦ୍ଧା ଆକ୍ରମଣର କାରଣ ଜଣା ପଡିନାହିଁ। ଚୀନ୍ ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

ଗୋଟିଏ ପଟେ ଇସ୍ରାଏଲ ଏବଂ ଆତଙ୍କବାଦୀ ସଂଗଠନ ହମାସ ମଧ୍ୟରେ ଭୟଙ୍କର ଯୁଦ୍ଧ ଚାଲିଛି ଏବଂ ଏହି କାରଣରୁ ସମଗ୍ର ମଧ୍ୟ ପୂର୍ବରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଅନ୍ୟ ପଟେ ଏଭଳି ସମୟରେ ବେଜିଂରେ ଇସ୍ରାଏଲ କୂଟନୀତିଜ୍ଞଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣକୁ ନେଇ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରଶ୍ନ ଉଠିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories