www.samajalive.in
Tuesday, December 9, 2025
19.1 C
Bhubaneswar

ମୋତେ ହତ୍ୟା କରିବାକୁ ଉଦ୍ୟମ କରିଥିଲା ଇସ୍ରାଏଲ: ମାସୁଦ

ସମାଜ ଡିଜିଟାଲ ଡେସ୍କ: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନଙ୍କୁ ହତ୍ୟା କରିବା ପାଇଁ ଉଦ୍ୟମ କରିଥିଲା ଇସ୍ରାଏଲ। ଏକ ସାକ୍ଷାତକାର ଅବସରରେ ମାସୁଦ ଏହା ସ୍ପଷ୍ଟ କରିଛନ୍ତି। ଇସ୍ରାଏଲ ତାଙ୍କୁ ହତ୍ୟା ଖରିବାକୁ ଉଦ୍ୟମ କରିଥିଲା, କିନ୍ତୁ ବିଫଳ ହୋଇଥିଲା ବୋଲି ମାସୁଦ କହିଛନ୍ତି।

ଆମେରିକାର ବରିଷ୍ଠ ସାମ୍ବାଦିକ ଟକର କାର୍ଲସନ ସହିତ ସାକ୍ଷାତକାର ସମୟରେ ଏକ ପ୍ରଶ୍ନର ଉତ୍ତରରେ ମାସୁଦ କହିଥିଲେ, ଆମେରିକା ତାଙ୍କୁ ହତ୍ୟା କରିବାକୁ ଉଦ୍ୟମ କରିନାହିଁ। ଇସ୍ରାଏଲ ଉଦ୍ୟମ କରିଥିଲା। ସେ ସେତେବେଳେ ଏକ ବୈଠକରେ ଥିଲେ। ଇସ୍ରାଏଲ ପକ୍ଷରୁ ସେହି ଅଞ୍ଚଳରେ ବୋମାମାଡ଼ କରାଯାଇଥିଲା।

Hot this week

ଭାରତର ଚତୁର୍ଥ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ଚତୁର୍ଥ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

Related Articles

Popular Categories