www.samajalive.in
Monday, December 15, 2025
15.1 C
Bhubaneswar

ଭିଡିଓରେ ଛାତିଥରା ଦୃଶ୍ୟ: ଖବର ପଢୁଥିବାବେଳେ ଟିଭି କାର୍ଯ୍ୟାଳୟରେ ମାଡ଼ ହେଲା କ୍ଷେପଣାସ୍ତ୍ର, ଦୌଡ଼ି ପଳାଇଲେ ଉପସ୍ଥାପିକା

ସମାଜ ଡିଜିଟାଲ ଡେସ୍କ: ଇସ୍ରାଏଲ-ଇରାନ ମଧ୍ୟରେ ଜୋରଦାର ଯୁଦ୍ଧ ଚାଲିଛି। ଗତ ଗୁରୁବାରଠାରୁ ଦୁଇ ଦେଶ ପରସ୍ପର ଉପରେ କ୍ଷେପଣାସ୍ତ୍ର ମାଡ଼ କରୁଛନ୍ତି। ଏହା ମଧ୍ୟରେ ସୋମବାର ଇରାନରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି। ଇରାନ ସରକାରୀ ଟିଭି ଚ୍ୟାନେଲରେ ଜଣେ ଖବର ଉପସ୍ଥାପିତ ଖବର ପଢୁଥିବା ସମୟରେ କାର୍ଯ୍ୟାଳୟ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଛି। ଯାହାଫଳରେ ଖବର ଉପସ୍ଥାପିକା ଭୟଭୀତ ହୋଇ ଅଧାରୁ ଉଠି ଦୌଡୁଛନ୍ତି। ଏଭଳି ଦୃଶ୍ୟ ଦୁଇ ଦେଶ ମଧ୍ୟରେ ଲାଗିରହିଥିବା ଉତ୍ତେଜନାର ତୀବ୍ରତାକୁ ବର୍ଣ୍ଣନା କରୁଛି।

ଭିଡିଓରେ ଆହୁରି ଦେଖିବାକୁ ମିଳିଛି ଯେ, ବୋମାମାଡ଼ ପରେ ଉକ୍ତ କାର୍ଯ୍ୟାଳୟ ଏତେ ମାତ୍ରାରେ କ୍ଷତିଗ୍ରସ୍ତ ହୋଇଛି ଯେ, ଚାରିଆଡ ଧୂଳିମୟ ହୋଇଯାଉଛି। ଏହି ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି।

- Advertisement -

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories