www.samajalive.in
Sunday, December 7, 2025
23.1 C
Bhubaneswar

ଇସ୍ରାଏଲ ଆକ୍ରମଣରେ ୫୦ ମୃତ

ନୂଆଦିଲ୍ଲୀ : ଇସ୍ରାଏଲ୍ ଏବଂ ହମାସ୍ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏଥିରେ ପ୍ରାୟ ୮ ହଜାରରୁ ଅଧିକ ଲୋକେ ପ୍ରାଣ ହରାଇଛନ୍ତି। ଏହି ସମୟରେ, ପାଲେଷ୍ଟାଇନର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ଉତ୍ତର ଗାଜାରେ ଥିବା ଜବାଲିଆ ଶରଣାର୍ଥୀ ଶିବିର ଉପରେ ଇସ୍ରାଏଲ ଆକ୍ରମଣ କରିଛି। ଏହି ଆକ୍ରମଣରେ ୫୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ତେବେ ଏପର୍ୟ୍ୟନ୍ତ ଏହି ଆକ୍ରମଣ ସମ୍ପର୍କରେ ଇସ୍ରାଏଲ ପକ୍ଷରୁ କୌଣସି ସୂଚନା ମିଳି ନାହିଁ। ଏହାସହ ହମାସ ଆତଙ୍କବାଦୀମାନେ ଗାଜାରେ ଇସ୍ରାଏଲ୍ ସୈନ୍ୟମାନଙ୍କୁ ମଧ୍ୟ ହତ୍ୟା କରିଛନ୍ତି ବୋଲି ସୂଚନା ମିଳିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories