www.samajalive.in
Saturday, December 13, 2025
21.1 C
Bhubaneswar

ଚନ୍ଦ୍ରଯାନ-୩ ପ୍ରସ୍ତୁତିରେ ଇସ୍ରୋ: କେନ୍ଦ୍ରକୁ ମାଗିଲା ୭୫ କୋଟି

ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ) ଏବେ ଚନ୍ଦ୍ରଯାନ-୩ର ପ୍ରସ୍ତୁତି ଆରମ୍ଭ କରିଦେଇଛି। ଏହି ମିଶନ ପାଇଁ ଇସ୍ରୋ ମୋଟ୍‍ ୬୬୬ କୋଟି ଟଙ୍କାର ବଜେଟ୍‍ ଧାର୍ଯ୍ୟ କରିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ କେନ୍ଦ୍ର ସରକାରଙ୍କୁ ୭୫ କୋଟି ଟଙ୍କା ମାଗିଛି। ଏଥିରୁ ୬୦ କୋଟି ଟଙ୍କା ଯନ୍ତ୍ରପାତି, ବିଭିନ୍ନ ଉପକରଣ ଏବଂ ଅନ୍ୟ କିଛି କାମରେ ଖର୍ଚ୍ଚ କରାଯିବ। ଏହା ସହିତ ବାକି ୧୫ କୋଟି ଟଙ୍କା ରାଜସ୍ୱ ବ୍ୟୟ ଭିତ୍ତିରେ ମଗା ଯାଇଛି।
ସୂଚନା ଅନୁସାରେ, ଚନ୍ଦ୍ରଯାନ-୩କୁ ଇସ୍ରୋ ଆସନ୍ତା ବର୍ଷ ନଭେମ୍ବର ମାସରେ ଲଞ୍ଚ୍‍ କରିବାକୁ ଯୋଜନା କରିଛି।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories