www.samajalive.in
Friday, December 5, 2025
16.1 C
Bhubaneswar

ଇସ୍ରୋ ରଚିଲା ଇତିହାସ, ମହାକାଶକୁ ଗଲା କମ୍ୟୁନିକେସନ ସ୍ୟାଟେଲାଇଟ CMS-03

ସମାଜ ନ୍ୟୁଜ ଡେସ୍କ- ଇସ୍ରୋ ରଚିଲା ଇତିହାସ । ମହାକାଶକୁ ଗଲା ସବୁଠୁ ଓଜନିଆ ଉପଗ୍ରହ । କମ୍ୟୁନିକେସନ ସ୍ୟାଟେଲାଇଟ CMS-03 ର ଉତକ୍ଷେପଣ କଲା ଇସ୍ରୋ । ଆନ୍ଧ୍ରପ୍ରଦେଶ, ଶ୍ରୀହରିକୋଟା ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ଉତକ୍ଷେପଣ କରାଯାଇଛି । ଦେଶର ସବୁଠୁ ଶକ୍ତିଶାଳି ରକେଟ୍ LVM-03 M-5 ରେ ଉତକ୍ଷେପଣ କରାଯାଇଛି । ଭାରତୀୟ ନୌସେନା ପାଇଁ ଏହା କାମ କରିବ । ଜାହଜ ଓ ବୁଡ଼ାଜାହଜକୁ ସୁରକ୍ଷିତ ସେବା ଯୋଗାଇବ CMS-03 । ସାମୁଦ୍ରିକ ଓ ରଣନୈତିକ ସଂଯୋଗ ବୃଦ୍ଧି କ୍ଷେତ୍ରରେ ଏହା ଗୁରୁତ୍ବପୂର୍ଣ୍ଣ ଭୂମିକା ତୁଲାଇବ ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories