www.samajalive.in
Friday, December 12, 2025
14.1 C
Bhubaneswar

ଇସ୍ରୋର ସୂର୍ଯ୍ୟ ମିଶନ : ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଆଦିତ୍ୟ-ଏଲ୍‌‌ ୱାନ ଉତ୍‌‌କ୍ଷେପଣ

ହାଇଦରାବାଦ : ଚନ୍ଦ୍ରଯାନ-୩ର ସଫଳ ଅବତରଣ ପରେ ଭାରତୀୟ ମହାକାଶ ବୈଜ୍ଞାନିକମାନେ ସୂର୍ଯ୍ୟଙ୍କ ଉପରେ ପରୀକ୍ଷା ନିରୀକ୍ଷା କରିବାକୁ ଲକ୍ଷ୍ୟ ରଖିଛନ୍ତି ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି । ଏହି ପରିପ୍ରେକ୍ଷୀରେ ଇସ୍ରୋର ସୂର୍ଯ୍ୟ ମିଶନ ଆଦିତ୍ୟ-ଏଲ୍‌‌ ୱାନ(L1)  ଆସନ୍ତା ସେପ୍ଟେମ୍ବର ୨ କିମ୍ବା ୪ ତାରିଖରେ ଉତ୍‌‌କ୍ଷେପଣ ପାଇଁ ସ୍ଥିର କରାଯାଇଛି । ପିଏସ୍‌‌ଏଲ୍‌‌ଭି ରକେଟ୍
ଜରିଆରେ ଶ୍ରୀହରୀକୋଟା ସ୍ଥିତ ସତିଶ ଧୱନ ଲଞ୍ଚ୍ ପ୍ୟାଡରୁ ଏହାକୁ ଉତକ୍ଷେପଣ କରାଯିବ। ଏନେଇ ସ୍ପେସ୍ ଆପ୍ଲିକେସନ ସେଣ୍ଟର ମୁଖ୍ୟ ନିଲେଶ ଦେଶାଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସୂର୍ଯ୍ୟ ମିଶନ ପାଇଁ ସମସ୍ତ ପ୍ରସ୍ତୁତି ସରିଛି । ସୂର୍ଯ୍ୟଙ୍କ ଉପରେ ଅନୁସନ୍ଧାନ କ୍ଷେତ୍ରରେ ଏହା ହେଉଛି ଇସ୍ରୋର ପ୍ରଥମ ପଦକ୍ଷେପ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories