www.samajalive.in
Monday, December 15, 2025
17.1 C
Bhubaneswar

୩ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି

ଭୁବନେଶ୍ୱର : ଏପ୍ରିଲ ୨୩ ତାରିଖରେ ଅନୁଷ୍ଠିତ ହେବାକୁ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ଆସନ୍ତାକାଲି (ଗୁରୁବାର) ବିଜ୍ଞପ୍ତି ଜାରି ହେବ।
ଏହି ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢ଼େଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ଭୋଟ ଗ୍ରହଣ କରାଯିବ।
ନାମାଙ୍କନ ପତ୍ର ଦାଖଲ ପାଇଁ ଏପ୍ରିଲ ୪ତାରିଖକୁ ଦିନ ଧାର୍ଯ୍ୟ କରାଯାଇଥିବା ବେଳେ, ୫ ତାରିଖରେ ଯାଞ୍ଚ ଏବଂ ୮ ତାରିଖକୁ ନାମାଙ୍କନ ପତ୍ର ପ୍ରତ୍ୟାହାର ଶେଷ ଦିନ ଭାବେ ଧାର୍ଯ୍ୟ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories