ଶାନ୍ତିପୂର୍ଣ୍ଣ ଭାବେ ଶେଷ ହେଲା ପ୍ରଥମ ପର୍ଯ୍ୟାୟ ମତଦାନ

ଡେସ୍କ: ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ୧୭ଟି ରାଜ୍ୟ ଓ ୪ଟି କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ନିର୍ବାଚନ ମଣ୍ଡଳୀରେ ମତଦାନ ହୋଇଥିଲା। କିଛି ଛୋଟ ଛୋଟ ଘଟଣାକୁ ବାଦ୍ ଦେଲେ ମତଦାନ ମୋଟାମୋଟି ଶାନ୍ତିପୂର୍ଣ୍ଣ ରହିଥିଲା। ପ୍ରାଥମିକ ରିପୋର୍ଟ ଅନୁଯାୟୀ ଅପରାହ୍ନ ୫ଟା ସୁଦ୍ଧା ହାରାହାରି ୬୨ ପ୍ରତିଶତ ମତଦାନ ହୋଇଛି। ଲୋକସଭା ନିର୍ବାଚନ ସହିତ ଅରୁଣାଚଳ ପ୍ରଦେଶ ଓ ସିକ୍କିମରେ ମଧ୍ୟ ବିଧାନସଭା ନିର୍ବାଚନ ହୋଇଥିଲା। ଲୋକସଭା ନିର୍ବାଚନର … Continue reading ଶାନ୍ତିପୂର୍ଣ୍ଣ ଭାବେ ଶେଷ ହେଲା ପ୍ରଥମ ପର୍ଯ୍ୟାୟ ମତଦାନ