ସ୍ୱଦେଶୀ ଜ୍ଞାନକୌଶଳ କ୍ରୁଜ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଡେସ୍କ: ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ପକ୍ଷରୁ ଓଡ଼ିଶା ଉପକୂଳର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜ (ଆଇଟିଆର୍)ରୁ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ କ୍ରୁଜ୍ କ୍ଷେପଣାସ୍ତ୍ର (ଆଇଟିସିଏମ୍)ର ସଫଳ ପରୀକ୍ଷଣ କରାଯାଇଛି। ପରୀକ୍ଷା ସମୟରେ ସମସ୍ତ ସବ୍ ସିଷ୍ଟମ ଆଶାନୁରୂପ ପ୍ରଦର୍ଶନ କରିଥିଲା। ଏହି କ୍ଷେପଣାସ୍ତ୍ରର କାର୍ଯ୍ୟଦକ୍ଷତାକୁ ରାଡାର, ଇଲେକ୍ଟ୍ରୋ ଅପ୍ଟିକାଲ ଟ୍ରାକିଂ ସିଷ୍ଟମ (ଇଓଟିଏସ) ଏବଂ ଆଇଟିଆର ଦ୍ୱାରା ବିଭିନ୍ନ ସ୍ଥାନରେ ନିୟୋଜିତ ଟେଲିମେଟ୍ରି ଦ୍ୱାରା ନିରୀକ୍ଷଣ କରାଯାଇଥିଲା। ଭାରତୀୟ ବାୟୁସେନାର ସୁ-୩୦-ଏମ୍ କେ-୧ … Continue reading ସ୍ୱଦେଶୀ ଜ୍ଞାନକୌଶଳ କ୍ରୁଜ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ