www.samajalive.in
Sunday, December 14, 2025
23.1 C
Bhubaneswar

ଆଗକୁ ଆହୁରି ଗରମ- ଶନିବାର ଏବଂ ରବିବାର ରାଜ୍ୟର ଏହି ଜିଲ୍ଲମାନଙ୍କରେ ବର୍ଷା ସମ୍ଭାବନା

ଭୁବନେଶ୍ୱର – ଏପ୍ରିଲ ମାସରେ ମୁଣ୍ଡଫଟା ଖରା । ମଧ୍ୟାହ୍ନ ସମୟରେ ବାହରକୁ ବାହାରିଲେ ଜଳିଗଲା ପରି ଲାଗୁଛି । ତେବେ ତାପମାତ୍ରା ଆହୁରି ବଢିବା ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଛି।

ଢ଼େଙ୍କାନାଳ,ବାଲେଶ୍ୱର, ସୋନପୁର, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ଝାରସୁଗୁଡ଼ା, ସମ୍ବଲପୂର, ଯାଜପୁର ଓ ଭଦ୍ରକ, ସୁନ୍ଦରଗଡ଼, ଅନୁଗୋଳ, ଦେବଗଡ଼, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ଶନିବାରରେ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ଜୋରରେ ପବନ ବହିବା ସହ ବଜ୍ରପାତ ହୋଇପାରେ ।

- Advertisement -

ରବିବାରରେ ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର,କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବୌଦ୍ଧ, ଅନୁଗୋଳ କଟକ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଏହା ସହ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories