www.samajalive.in
Monday, December 8, 2025
20.1 C
Bhubaneswar

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେପି ନଡ୍ଡା

ଭୁବନେଶ୍ୱର : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ରମନ୍ତ୍ରୀ ଜେ.ପି.ନଡ୍ଡା ଆଜି (ଗୁରୁବାର) ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସକାଳେ ସେ ରାଜ୍ୟ କାର୍ଯ୍ୟାଳୟରେ ହେବାକୁ ଥିବା ବିଜେପିର ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ସେ ମନ୍ତ୍ରୀ, ସାଂସଦ, ବିଧାୟକ ଓ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ଣରେ ଶ୍ରୀ ନଡ୍ଡା ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଡ.ଯତୀନ ମହାନ୍ତି ସୂଚନା ଦେଇଛନ୍ତି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories