www.samajalive.in
Wednesday, December 10, 2025
23.1 C
Bhubaneswar

ଜି.ଉଦୟଗିରି: ପୂର୍ବତନ ଅଧ୍ୟକ୍ଷଙ୍କ ଦ୍ବାରା କମ୍ବଳ ବଣ୍ଟନ

ଜି.ଉଦୟଗିରି: ଜି.ଉଦୟଗିରି ବିଜ୍ଞପିତ ଅଞ୍ଚଳ ପରିଷଦର ୨ନଂ ଓ୍ବାର୍ଡ ଶଙ୍ଖସାହିର ଗରୀବ ଲୋକ ଶୀତ ଦାଉରୁ ରକ୍ଷା ପାଇବା ପାଇଁ  ପୂର୍ବତନ ଅଧ୍ୟକ୍ଷ ପି.ସଞ୍ଜିବ କୁମାର ପାତ୍ର କମ୍ବଳ ବଣ୍ଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ପୂର୍ବତନ ଓ୍ବାର୍ଡ ସଭ୍ୟ ଅନୀଲ କୁମାର ଦଳବେହେରା, କର୍ମୀ ବୁଲୁ ତ୍ରିପାଠୀ, ସିମାଞ୍ଚଳ ପଣ୍ଡା, ସଞ୍ଜୟ ମହାନ୍ତି, ଶଙ୍କର ସେଠୀ, କାହ୍ନୁ ନାୟକ, ବୁଲୁ ନାୟକ ପ୍ରମୁଖଙ୍କ ସହଯୋଗରେ ଶ୍ରୀ ପାତ୍ର ୩୦ ଖଣ୍ଡ କମ୍ବଳ ବଣ୍ଟନ କରିଥିଲେ।

Hot this week

ଭାରତରେ ପ୍ରତିଦିନ ୫୨ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବିଶ୍ୱରେ ପ୍ରତି ୨ମିନିଟରେ ଜଣେ, କାରଣ କ’ଣ?

ସମାଜ ଡିଜିଟାଲ ଡେସ୍କ: ବିଶ୍ୱରେ ୨୦୨୩ ମସିହାରେ, ଗର୍ଭାବସ୍ଥା କିମ୍ବା ପ୍ରସବ...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

Related Articles

Popular Categories