www.samajalive.in
Sunday, December 14, 2025
23.1 C
Bhubaneswar

ପଣସକୁ ରାଜ୍ୟ ଫଳ ମାନ୍ୟତା

ତିରୁଅନନ୍ତପୁରମ: ପଣସକୁ କେରଳ ସରକାର ରାଜ୍ୟ ଫଳ ଭାବେ ମାନ୍ୟତା ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୨୧ରେ ଏ ସମ୍ପର୍କରେ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଜଣାପଡିଛି। ‘କେରଳ ପଣସ’ ମାର୍କାକୁ ଦେଶ ବିଦେଶରେ ଲୋକପ୍ରିୟ କରିବାକୁ ମଧ୍ୟ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ପଣସ ଚାଲାଣ କରି ବର୍ଷକୁ ୧୫,୦୦୦ କୋଟି ଟଙ୍କାର ରାଜସ୍ୱ ଆଦାୟ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି କୃଷିମନ୍ତ୍ରୀ ସୁନିଲ କୁମାର କହିଛନ୍ତି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories