www.samajalive.in
Friday, December 5, 2025
27.1 C
Bhubaneswar

ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ୍‍

ସମାଜ ଡିଜିଟାଲ ଡେସ୍କ: ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ । ଜାମିନ ପ୍ରଦାନ କଲେ ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍‍ । ୩୦ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ଜାମିନ ପ୍ରଦାନ କରିଛନ୍ତି ଦୌରାଜଜ୍‍ । ବିଏମସି ଅତିରିକ୍ତ ଆୟୁକ୍ତଙ୍କୁ ମାଡ ଘଟଣାରେ ଗିରଫ ହୋଇଥିଲେ ଜଗନ୍ନାଥ । ଘଟଣାରେ ଗିରଫ ହୋଇ ୧୪ଦିନିଆ ବିଚାର ବିଭାଗୀୟ ହାଜତରେ ଥିଲେ ଜଗନ୍ନାଥ । ଏହି ଘଟଣାରେ ଅନ୍ୟ ୫ଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଥିଲା । ଆଜି ସେମାନଙ୍କର ମଧ୍ୟ ଜାମିନ ଆବେଦନର ଶୁଣାଣି ହେବ ବୋଲି ସୂଚନା ମିଳିଛି ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories