www.samajalive.in
Monday, December 15, 2025
24.1 C
Bhubaneswar

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼

ପୁରୀ: ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖରେ ଶନିବାର ରାତି ୧୨ଟା୩ରେ ଅସମ୍ଭାଳ ଭିଡ଼ ହୋଇଥିଲା। ପବିତ୍ର କାର୍ତ୍ତିକ ମାସ ଥିବାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହିଥିଲା। ତେବେ ପ୍ରଶାସନ ପକ୍ଷରୁ ଭିଡ଼ ନିୟନ୍ତ୍ରଣ ପାଇଁ ପ୍ରୟାସ କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇନଥିଲା।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories