www.samajalive.in
Monday, December 15, 2025
24.1 C
Bhubaneswar

କେନାଲକୁ ଡେଇଁ ଯୁବତୀ ନିଖୋଜ

ଜଗତସିଂହପୁର: ପୋଲ ଉପରୁ କେନାଲକୁ ଡେଇଁ ଯୁବତୀ ନିଖୋଜ। ଏଭଳି ଘଟଣା ଦେଖିବାକୁ ମିଳିଛି ତିର୍ତ୍ତୋଲ ଥାନା ବାଲିପାଟଣା ନିକଟ ତାଳଦଣ୍ଡା କେନାଲ ନିକଟରେ। ଜଣେ ଯୁବତୀ କେନାଲରୁ ଡେଇଁ ନିଖୋଜ ହୋଇଯାଇଛନ୍ତି। ଯୁବତୀ ଜଣକ ବାଲିପାଟଣା ଗାଁର ବୋଲି ଜଣାପଡିଛି। ତେବେ କେନାଲକୁ ଡେଇଁବାର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ। ଖବର ପାଇ ଅଗ୍ନିଶମବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories