www.samajalive.in
Saturday, December 6, 2025
26.1 C
Bhubaneswar

ଘରେ ପଶି ଦୁର୍ବୃତ୍ତଙ୍କ ମରଣାନ୍ତକ ଆକ୍ରମଣ ; ମାଆ ମୃତ, ପୁଅ, ବୋହୂ ଗୁରୁତର

ଜଗତସିଂହପୁର : ଘରେ ପଶି ମାଆ,ପୁଅ, ବୋହୂକୁ ହାଣିଲେ ଦୁର୍ବୃତ୍ତ। ଏଭଳି ଅଭାବନୀୟ ଘଟଣା ବାଲିକୁଦା ଥାନା ଓଗରପୁରରେ ଘଟିଛି। ମାଆ,ପୁଅ, ବୋହୂକୁ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆକ୍ରମଣରେ ମାଆଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଅ ଓ ବୋହୂଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି। ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି।

 

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories