www.samajalive.in
Sunday, December 7, 2025
26.1 C
Bhubaneswar

ବାପାମା’ ସହ ଭଉଣୀକୁ ପଥରରେ ଛେଚି ହତ୍ୟା

ଜଗତସିଂହପୁର: ସଦର ଥାନା ଜୟବଡ଼ ଗାଁରେ ବିଭତ୍ସ ହତ୍ୟାକାଣ୍ଡ। ବାପାମା’ ସହ ଭଉଣୀକୁ ହତ୍ୟା କଲା ଭାଇ। ପାରିବାରିକ କାରଣରୁ ବାପାମା’ ସହ ଭଉଣୀକୁ ପଥରରେ ଛେଚି ଛେଚି ହତ୍ୟା କରିଥିବା ସୂଚନା ମିଳିଛି। ଖବର ପାଇ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍‌‌ ଆରମ୍ଭ କରିଛି। ଅଭିଯୁକ୍ତ ପୁଅକୁ ଅଟକ ରଖିବା ସହ ସଦର ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ ଯୁବକ +୨ରେ ପାଠ ପଢୁଥିବା ସୂଚନା ମିଳିଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories