www.samajalive.in
Saturday, December 6, 2025
26.1 C
Bhubaneswar

ମା’ଶାରଳା ମନ୍ଦିରରେ ବଦଳିଲା ଘିଅ

ଜଗତସିଂହପୁର : ଜଗତସିଂହପୁରର ଅଧିଷ୍ଠାତ୍ରୀ ଦେବୀ ମା’ଶାରଳା ମନ୍ଦିରରେ ବଦଳିଲା ଘିଅ । ଭଣ୍ଡାରରେ ଗଚ୍ଛିତ ଥିବା ୨୫ ଟିଣ ଘିଅ ଫେରସ୍ତ ପରେ ଆସିଲା ନୂଆ ଘିଅ । ବ୍ୟବହାର ପାଇଁ ଓମ୍‌ଫେଡ୍‌ ପକ୍ଷରୁ ୧୫ ଟିଣ ନୂଆ ଘିଅ ଆସିଲା । ନିମ୍ନମାନର ଘିଅ ବ୍ୟବହାର ନେଇ ଅଭିଯୋଗ ପରେ ଘିଅ ଯାଞ୍ଚ ହୋଇଥିଲା ।
ସୂଚନା ଯୋଗ୍ୟ, ଅକ୍ଟୋବର ୪ ଶୁକ୍ରବାର ଦିନ ଜଗତସିଂହପୁର ଶାରଳା ମନ୍ଦିରରେ ଫୁଡ୍‌‌ ଇନ୍ସପେକ୍ଟର ନିମ୍ନାମାନର ଘିଅ ବ୍ୟବହାର ହେଉଥିବା ନେଇ ଅଭିଯୋଗ ହେବା ପରେ ଟିମ୍‌‌ ପହଞ୍ଚି ଯାଞ୍ଚ କରିଥିଲେ। ଭଣ୍ଡାର ଘରେ ଥିବା ଘିଅର ମାନ ଯାଞ୍ଚ ପାଇଁ ନମୁନା ସଂଗ୍ରହ କରିଥିଲେ। ମନ୍ଦିରରେ ନିମ୍ନମାନର ଘିଅ ବ୍ୟବହାର ହେଉଥିବା ବଡପଣ୍ଡା ଅଭିଯୋଗ କରିଥିଲେ।

୩୫ ବର୍ଷ ବୟସ ପରେ.. ଧନ ଠାରୁ ଆରମ୍ଭ କରି ସଫଳତା ପାଆନ୍ତି ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି, ସବୁ ସ୍ୱପ୍ନ ହୁଏ ପୂରଣ..

- Advertisement -

 

୧୦ ଅକ୍ଟୋବରରରୁ ଏହି ରାଶିଙ୍କୁ ଭାଗ୍ୟଶାଳୀ କରିବ ବୁଧଙ୍କ ରାଶି ପରିବର୍ତ୍ତନ..

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories