www.samajalive.in
Saturday, December 6, 2025
19.1 C
Bhubaneswar

ଜଗତସିଂହପୁରରେ ନକଲି କ୍ଷୀର ଗୋଦାମରେ ଚଢ଼ାଉ

ଭୁବନେଶ୍ୱର : ଜଗତସିଂହପୁରରେ ମଙ୍ଗଳବାର ଏକ ନକଲି କ୍ଷୀର ଗୋଦାମରେ ଚଢାଉ କରାଯାଇଛି। ତରାସାହିର ବାଲିସାହିରେ ଥିବା ଏହି ଗୋଦାମରେ ନକଲି କ୍ଷୀର ପ୍ରସ୍ତୁତ କରାଯାଉଥିବା ନେଇ ଖବର ମିଳିବା ପରେ ପ୍ରଶାସନ ପକ୍ଷରୁ ସେଠାରେ ଚଢାଉ କରାଯାଇଛି। ଅପମିଶ୍ରିତ କ୍ଷୀର ସହ ବସ୍ତା ବସ୍ତା ପାଉଡର୍‌ ଜବତ କରାଯାଇଛି। ଏହି ଅପମିଶ୍ରିତ କ୍ଷୀର ବିଭିନ୍ନ କମ୍ପାନୀକୁ ଯୋଗାଣ କରାଯାଉଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଦୀର୍ଘଦିନ ଧରି ଏହି ଅପମିଶ୍ରିତ କ୍ଷୀର କାରବାର ଚାଲୁଥିଲା । ଚାଷୀଙ୍କଠାରୁ କ୍ଷୀର ନେଇ ଅପମିଶ୍ରଣ କରାଯାଉଥିଲା। ଖବର ପାଇ ଜଗତସିଂହପୁର ଜିଲା ପ୍ରଶାସନର ୫ ଜଣିଆ ଟିମ୍‌ ଚଢାଉ କରି ଘଟଣାର ତଦନ୍ତ ଜାରି ରହିଛି।

ଓଡ଼ିଶା ଦୁଗ୍ଧ ମହାସଂଘ ବା ଓମଫେଡ୍‌ ପକ୍ଷରୁ କୁହାଯାଇଛି ଯେ, ଓମଫେଡ ଉପଯୁକ୍ତ ପରୀକ୍ଷାନିରୀକ୍ଷା କରି କ୍ଷୀର ସଂଗ୍ରହ କରୁଛି। ଉକ୍ତ ଗୋଦାମରୁ ଓମଫେଡକୁ କ୍ଷୀର ଆସେନାହିଁ। ସେହି ଗୋଦାମ ଅପମିଶ୍ରିତ କ୍ଷୀର ଯୋଗାଣ କରୁଥିବା ଜଣାପଡ଼ିବା ପରେ ତା’ ନାମରେ ମାମଲା ରୁଜୁ କରାଯାଇଛି।

ପୁଣି ବଢିଲା ସୁନା, ଦିନକରେ ବଢିଗଲା ଏତିକି ଟଙ୍କା

- Advertisement -

ରାହୁ ଚଳନ : ଏହି ରାଶି ହେବେ ମାଲାମାଲ୍‌, ଆଉ ରହିବନି ଚିନ୍ତା, ଧନର ହେବ ବର୍ଷା

ଜାଣନ୍ତୁ କାହିଁକି ହୋଇଥିଲା ପ୍ରଭୁ ଶିବ ଓ ହନୁମାନଙ୍କ ମଧ୍ୟରେ ଯୁଦ୍ଧ

ଦେଖନ୍ତୁ ଭିଡିଓ ; କେମିତି ଚେୟାରରେ ଲୁଚି ଥିଲା ସାପ

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories