www.samajalive.in
Sunday, December 7, 2025
26.1 C
Bhubaneswar

ଏସିଡ୍‌ ଆକ୍ରମଣକାରୀଙ୍କୁ ୧୪ ବର୍ଷ ଜେଲ୍‌

ଜଗତସିଂହପୁର: ବହୁଚର୍ଚ୍ଚିତ ପ୍ରମୋଦିନୀ ରାଉଳଙ୍କୁ ଏସିଡ୍‌ ମାଡ଼ ଘଟଣା ।  ତିର୍ତ୍ତୋଲ ଥାନା ଅଧୀନରେ ୨୦୦୯ ମସିହାରେ ହୋଇଥିବା ପ୍ରମୋଦିନୀଙ୍କୁ ଏସିଡ ମାଡ଼ ଘଟଣାରେ ଆଜି ରାୟ ପ୍ରକାଶ ପାଇଛି । ଏହି ଘଟଣାର ଅଭିଯୁକ୍ତ ସନ୍ତୋଷ ବେଦାନ୍ତ ଓ ବିଶ୍ୱଜିତ ଦଳସିଂରୟଙ୍କୁ ୧୪ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ । ତାହା ସହ ୧୫ହଜାର ଟଙ୍କା ଲେଖଁଏ ଜୋରିମାନା ଦଣ୍ଡାଦେଶ କରିଛନ୍ତି ଜଗତସିଂହପୁର ଜିଲ୍ଲା ଅତିରିକ୍ତ ସେସନସ ଜଜ୍ ରଶ୍ମିତା ସାହୁ । ସରକାରଙ୍କ ପକ୍ଷରୁ କୃଷ୍ଣଚନ୍ଦ୍ର ଆଚାର୍ଯ୍ୟ ଏହି ମାମଲାର ପରିଚାଳନା କରିଥିଲେ ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories