www.samajalive.in
Sunday, December 7, 2025
23.1 C
Bhubaneswar

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଜଗଦୀପ ଧନଖଡ଼

ନୂଆଦିଲ୍ଳୀ: ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ବିଧିବଦ୍ଧ ଭାବେ ଧନଖଡ଼ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପସ୍ଥିତିରେ ନାମାଙ୍କନ ଭରିଛନ୍ତି । ତାଙ୍କ ପ୍ରାର୍ଥିପତ୍ର ଦାଖଲ ସମୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା,  ରାଜନାଥ ସିଂହ, ନୀତିନ ଗଡ଼କରିଙ୍କ ସମେତ ବିଜେପିର ବହୁ ନେତା ଉପସ୍ଥିତ ଥି​ବା ଦେଖିବାକୁ ମିଳିଥିଲା । ଜୁଲାଇ ୧୬ ତାରିଖରେ ଏନଡିଏ ପକ୍ଷରୁ ଉପ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଜଗଦୀପ ଧନଖଡ଼ଙ୍କ ନାମ ଘୋଷଣା କରାଯାଇଥିଲା । ଏନେଇ ବିଜେପିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଥିଲେ ।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories