nua o banner

ଭାରତର ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହେଲେ ଏନଡିଏ ପ୍ରାଥୀ ଜଗଦୀପ ଧନଖଡ଼

bjd gruha runa banner

ନୂଆଦିଲ୍ଲୀ: ଏନଡିଏ ପ୍ରାଥୀ ଜଗଦୀପ ଧନଖଡ଼ ଭାରତର ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ମିିଳିତ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ହରାଇଲେ ଧନଖଡ଼। ଜଗଦୀପ ଧନଖଡ଼ଙ୍କୁ ୫୨୮ଖଣ୍ଡ ଭୋଟ ମିଳିଛି। ସେହିପରି ମାର୍ଗେରେଟ ଆଲଭାଙ୍କୁ ୧୮୨ ଖଣ୍ଡ ଭୋଟ ମିଳିଥିବା ସୂଚନା ମିଳିଛି। ଅପରପକ୍ଷରେ ୧୫ଟି ଭୋଟ ନାକଚ ହୋଇଥିବା ଜଣାପଡ଼ିଛି।

Comments are closed.