www.samajalive.in
Sunday, December 14, 2025
19.1 C
Bhubaneswar

ନିରବତା ଭାଙ୍ଗିଲେ ଧନକଡ଼

ନୂଆଦିଲ୍ଲୀ: ନିଜ ପଦରୁ ଇସ୍ତଫା ଦେବାର ପ୍ରାୟ ୫୦ ଦିନ ପରେ ନିଜର ନିରବତା ଭାଙ୍ଗିଛନ୍ତି ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନକଡ। ବୁଧବାର ଧନକଡ ନବ ନିର୍ବାଚିତ ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନଙ୍କୁ ଅଭିନନ୍ଦନ ଜଣାଇବା ପୂର୍ବକ ନିଜର ନିରବତା ଭାଙ୍ଗିଛନ୍ତି। ଧନକଡ କହିଛନ୍ତି ଯେ ରାଧାକୃଷ୍ଣନଙ୍କ ଅଭିଜ୍ଞତା ଉପରାଷ୍ଟ୍ରପତି କାର୍ଯ୍ୟାଳୟର ଗରିମାକୁ ବୃଦ୍ଧି କରିବ। ଜୁଲାଇ ୨୧ରେ ଧନକଡ ସ୍ବାସ୍ଥ୍ୟଗତ କାରଣରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ। ସେବେଠାରୁ ସେ ସର୍ବସାଧାରଣରେ କୌଣସି ପ୍ରକାର ମନ୍ତବ୍ୟ ଦେଇ ନଥିଲେ।

ଏହି ୫ ରାଶିଙ୍କ ଉପରେ ଧନ ବର୍ଷା କରିବେ ମା’ଲକ୍ଷ୍ମୀ : ଆରମ୍ଭ ହେଲା ଦୁର୍ଲ୍ଲଭ ଦ୍ୱିଦ୍ୱାଦଶ ଯୋଗ

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories