www.samajalive.in
Monday, December 15, 2025
16.1 C
Bhubaneswar

ଜେଲ ଡିଜି ମନୋଜ ଛାବ୍ରାଙ୍କ ଚୌଦ୍ୱାର ମଣ୍ଡଳ କାରାଗାର ପରଦର୍ଶନ

ଚୌଦ୍ୱାର: ଶୁକ୍ରବାର ଜେଲ ଡିଜି ମନୋଜ ଛାବରା ଦିନ ଚୌଦ୍ୱାର ମଣ୍ଡଳ କାରାଗାର ପରିଦର୍ଶନ କରିଛନ୍ତି। ତାଙ୍କ ସହିତ ଏଡିଜି ଦିପ୍ତେଶ ପଟ୍ଟନାୟକ ଓ ଡିଆଇଜି ଶୁଭ୍ରକାନ୍ତ ମିଶ୍ର କାରାଗାର ପରିଦର୍ଶନ କରି କାରାଗାର ଅନ୍ତେବାସୀଙ୍କ ସହିତ ଭାବର ଆଦାନପ୍ରଦାନ କରିବା ସହିତ ସେମାନଙ୍କର ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ। ସେ କାରାଗାର ପରିସରରେ ଥିବା ବିଭିନ୍ନ ୱାର୍ଡ଼ ବୁଲି ଦେଖିବା ସହିତ ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମ ଗୁଡିକର ମଧ୍ୟ ତଦାରଖ କରିଥିଲେ। ଶ୍ରୀ ଛାବରା କାରାଗାରର ବିଭିନ୍ନ ସମସ୍ୟା ସମ୍ପର୍କରେ ବିଭାଗୀୟ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିବା ଜଣାପଡିଛି। ଏହି ଅବସରରେ ଚୌଦ୍ୱାର ମଣ୍ଡଳ କାରାଗାର ଅଧିକ୍ଷକ କୁଳମଣି ବେହେରା,ଜେଲର ବିଭୁଦେନ୍ଦ୍ର ଭୁୟାଁଙ୍କ ସମେତ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories