www.samajalive.in
Sunday, December 14, 2025
15.1 C
Bhubaneswar

ଜେଲ ଫେରନ୍ତା ହତ୍ୟାକାରୀକୁ ଟାଙ୍ଗିଆରେ ହାଣି ହତ୍ୟା

ସମାଜ ଡିଜିଟାଲ ଡେସ୍କ: ଜେଲ ଫେରନ୍ତା ହତ୍ୟା ଅଭିଯୁକ୍ତକୁ ଟାଙ୍ଗିଆରେ ହାଣି ହତ୍ୟା। ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା କେନ୍ଦୁଘାଟି ଗ୍ରାମରେ ସୋମବାର ଘଟିଛି ଏଭଳି ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ହତ୍ୟାର ଶିକାର ହୋଇଛନ୍ତି ହତ୍ୟା ମାମଲାରେ ଦୀର୍ଘବର୍ଷ ଧରି ସଜା କାଟି ଜେଲରୁ ଫେରିଥିବା ସୁଲେମାନ ଟପ୍ପୋ। ପଡ଼ୋଶୀ ହାତୀଅଡା ଗ୍ରାମର ରାଇମୋହନ ଟପ୍ପୋ। ପୁଲିସ ଅଭିଯୁକ୍ତ ରାଇମୋହନକୁ ଅଟକ ରଖି ପଚରାଉଚରା କରୁଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories