www.samajalive.in
Sunday, December 7, 2025
13.1 C
Bhubaneswar

ପୁଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଅହତ

ଜୟପୁର : କୋରାପୁଟ ଜିଲା ଜୟପୁରର ହମ୍ବର ହାଉସ ଛକ ଏମଂ ପାୱାର ହାଉସ ଛକ ମଧ୍ୟରେ ପୁଲିସ ଗୁଳିରେ ଜଣେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଥିବା ଜଣାପଡିଛି।  ଅପରାଧୀର ନାମ ହେଉଛି ରଞ୍ଜିତ ବାଗ। ସେ ପ୍ରଥମେ ପୁଲିସ ଉପରକୁ ଦୁଇ ରାଉଣ୍ଡ ଗୁଳି ଚଳାଇଥିଲା ଯାହାର ଜବାବରେ ପୁଲିସ ମଧ୍ୟ ୩ରାଉଣ୍ଡ ଗୁଳି ଚଳାଇଥିଲେ। ରଞ୍ଜିତ ଗୋଡରେ ବାଜିବାରୁ ସେ ଆହତ ହୋଇଛି। ସେହିପରି ରଞ୍ଜିତର ଗୁଳି ପୁଲିସର ହାତରେ ବାଜିବାରୁ ଜଣେ ପୁଲିସ କର୍ମୀ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି। ପୁଲିସ ତାଠାରୁ ଏକ ଦେଶୀ ବନ୍ଧୁକ, ଦୁଇଟି ଅଫୁଟା ଗୁଳି, ଗୋଟିଏ ମୋବାଇଲ ଫୋନ, ୫୦ହଜାର ଟଙ୍କା ଜବତ କରିଛି। ରଞ୍ଜିତକୁ ଜୟପୁର ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories