www.samajalive.in
Monday, December 15, 2025
27.1 C
Bhubaneswar

ମାର୍କୋ ରୁବିଓଙ୍କୁ ଭେଟିଲେ ଜୟଶଙ୍କର

ନ୍ୟୁୟର୍କ: ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ସୋମବାର ତାଙ୍କର ଆମେରିକା ପ୍ରତିପକ୍ଷ ମାର୍କୋ ରୁବିଓଙ୍କୁ ନ୍ୟୟର୍କରେ ଭେଟି ଦ୍ବିପାକ୍ଷିକ କଥାବାର୍ତ୍ତା କରିଛନ୍ତି। ଭାରତ ଉପରେ ଆମେରିକା ପ୍ରଶାସନ ୫୦% ଟିକସ ଲାଗୁ କରିବା ଓ ଏଚ ୧ବି ଭିସା ଦର ବୃଦ୍ଧି ପରେ ଦୁଇ ଦେଶର ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ପ୍ରଥମ ସାକ୍ଷାତ ଆଲୋଚନା ହୋଇଛି।

ଜାତିସଂଘ ସାଧାରଣ ପରିଷଦ (ୟୁଏନ୍‌ଜିଏ)ର ୮୦ତମ ବୈଠକ ଅବସରରେ ଏହି ଦୁଇ ନେତାଙ୍କ ସାକ୍ଷାତ ହୋଇଛି। ଏହା ପୂର୍ବରୁ ଗତ ଜୁଲାଇରେ ଦୁଇ ନେତା ୧୦ମ କ୍ବାଦ ବୈଦେଶିକ ମନ୍ତ୍ରୀଙ୍କ ସମ୍ମିଳନୀ କାଳରେ ପରସ୍ପରକୁ ସାକ୍ଷାତ କରିଥିଲେ। ସୂଚନାଯୋଗ୍ୟ ଭାରତରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ଆମେରିକା ୫୦% ଟିକସ ଲାଗୁ କରିଛି। ସେହିପରି ଏଚ ୧ବି ଭିସା ଦର ୧ଲକ୍ଷ ଡଲାରକୁ ବୃଦ୍ଧି କରିଛନ୍ତି। ଭିସା ଦର ବୃଦ୍ଧି ଭାରତୀୟ ଆଇଟି ଇଞ୍ଜିନିୟରଙ୍କ ପାଇଁ ଚିନ୍ତାର କାରଣ ହେଇଛି।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories