www.samajalive.in
Saturday, December 6, 2025
26.1 C
Bhubaneswar

ଜେଟଲୀଙ୍କ ହାତକୁ ଫେରିଲା ପୁରୁଣା ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତା ଅରୁଣ ଜେଟଲୀଙ୍କ ନିକଟକୁ ପୁଣି ଫେରିଛି ଅର୍ଥ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ। ଜେଟଲୀଙ୍କ ଅସୁସ୍ଥତା ଯୋଗୁ ରେଳ ମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ଉକ୍ତ ଦୁଇଟି ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ଵ ଦିଆଯାଇଥିଲା। ବର୍ତ୍ତମାନ ଜେଟଲୀ ସୁସ୍ଥ ହୋଇ ଆସିବା ପରେ ପୁଣି ତାଙ୍କୁ ଦାୟିତ୍ଵ ଅର୍ପଣ କରାଯିବା ଲାଗି ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ରାଷ୍ଟ୍ରପତିଙ୍କୁ ପରାମର୍ଶ ଦିଆଯାଇଥିଲା। ଏହାପରେ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଉଭୟ ମନ୍ତ୍ରଣାଳୟର ଦାୟିତ୍ଵ ଜେଟଲୀଙ୍କୁ ପ୍ରଦାନ କରାଯିବା ଲାଗି ନିର୍ଦେଶ ଦିଆଯାଇଛି। ଏ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories