www.samajalive.in
Friday, December 5, 2025
23.1 C
Bhubaneswar

ମାଆ ଆଗରେ ଚାଲିଗଲା ପୁଅର ଜୀବନ

ଯାଜପୁର : ମାଆ ଆଗରେ ଚାଲିଗଲା ପୁଅର ଜୀବନ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ସଦର ଥାନା କୁଝାଲା ଛକ ନିକଟରେ। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ମାଆ ଏବଂ ପୁଅ ରାସ୍ତା ପାର୍ ହେଉଥିବାବେଳେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ମାଆ , ପୁଅ ଗୁରୁତର ହୋଇପଡିଥିଲେ। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଘଟଣାସ୍ଥଳରେ ପୁଅର ମୃତ୍ୟୁ ଘଟିଥିବାବେଳେ ମାଆ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories