www.samajalive.in
Monday, December 15, 2025
26.1 C
Bhubaneswar

ଭୁଲ୍‌ ଇଞ୍ଜେକ୍ସନ୍ ନେଲା ଜୀବନ !

ଯାଜପୁର : ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା ଘଟିଛି। ଭୁଲ୍‌ ଇଞ୍ଜେକ୍ସନ୍ ଯୋଗୁଁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ଗତକାଲି ଅସୁସ୍ଥ ହେବାରୁ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ଜଣେ ନର୍ସ ଆସି ତାଙ୍କୁ ଇଞ୍ଜେକ୍ସନ୍ ଦେଇଥିଲେ । ଏହାପରେ ଯୁବକଙ୍କୁ ସ୍ଵାସ୍ଥ୍ୟବସ୍ଥା ବିଗିଡିଯାଇଥିଲା। ଏବଂ ମୃତ୍ୟୁ ଘଟିଥିଲା। ଘଟଣାକୁ ନେଇ ମେଡିକାଲରେ ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା ଜାରି ରଖିଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories