www.samajalive.in
Monday, December 15, 2025
26.1 C
Bhubaneswar

ଦୁର୍ଘଟଣାରେ ସବ୍‌ ଇନ୍ସପେକ୍ଟରଙ୍କ ମୃତ୍ୟୁ

ଯାଜପୁର: ଯାଜପୁର ଜିଲ୍ଲା ୧୬ ନଂ ଜାତୀୟ ରାଜପଥ କୁଆଖିଆ ନିକଟରେ ଏକ ଅଜଣା ଗାଡି ବାଇକ୍‌ କୁ ଧକ୍କା ଦେଇଛି। ଦୁର୍ଘଟଣାରେ ଜଣେ ସବ୍‌ ଇନ୍ସପେକ୍ଟରଙ୍କର ମୃତ୍ୟୁ ଘଟିଛି।ମୃତକ ଭଦ୍ରକ ଜିଲ୍ଲା ପୁରୁଣାବଜାର ଥାନାର ସବ୍ ଇନ୍ସପେକ୍ଟର ବବ୍ରୁବାହନ ନାୟକ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ଶନିବାର ରାତିରେ ବବ୍ରୁବାହନ କଟକରୁ ସ୍ଵାସ୍ଥ୍ୟ ପରୀକ୍ଷା କରି ଏକ ବାଇକରେ ନିଜ ପୁଅ ସହ ଫେରୁଥିଲେ। ଏତିକି ବେଳେ ବିପରୀତ ଦିଗରୁ ଦ୍ରୁତ ଗତି ଆସୁଥିବା ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ସବ୍ ଇନ୍ସପେକ୍ଟରଙ୍କର ମୃତ୍ୟୁ ଘଟିଥିଲା। ଏବଂ ତାଙ୍କ ପୁଅକୁ ତୁରନ୍ତ କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପୁଲିସ୍‌ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories