www.samajalive.in
Friday, December 5, 2025
23.1 C
Bhubaneswar

ବ୍ଲେଡରେ ଶଳାର ବେକ କାଟିଲା ଭିଣୋଇ !

ଯାଜପୁର : ଯାଜପୁର ଜିଲ୍ଲା ପନାସିଆ ଗାଁରେ ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି। ଶଳାର ବେକକୁ ବ୍ଲେଡରେ କାଟି ଭିଣୋଇ ବିଭତ୍ସ ଭାବେ ହତ୍ୟା କରିଛି। ଦେଶୀ ମଦ ପିଇବାକୁ ଡାକି ନେଇ ଶଳାର ବେକ କାଟି ଦେଇଛି ଭିଣୋଇ। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରୁ ଅଭିଯୁକ୍ତ ଭିଣୋଇ ଫେରାର୍ ହୋଇଯାଇଥିବାବେ​‌ଳେ ପୁଲିସ୍ ଅଧିକ ତଦନ୍ତ ଜାରି ରଖିଛି।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories